Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପରୀକ୍ଷା ସଂସ୍କାର ଉପରେ ଉଚ୍ଚ କ୍ଷମତାସମ୍ପନ୍ନ ଟାସ୍କ ଫୋର୍ସ ଗଠନ ନେଇ ଘୋଷଣା କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଘୋଷଣା କରିଛନ୍ତି ଯେ ଶ୍ରୀ ନନ୍ଦନ ନିଲେକାନିଙ୍କ ଅଧ୍ୟକ୍ଷତାରେ ପରୀକ୍ଷା ସଂସ୍କାର ଉପରେ ଏକ ଉଚ୍ଚ କ୍ଷମତା ସମ୍ପନ୍ନ ଟାସ୍କ ଫୋର୍ସ ଗଠନ କରାଯାଇଛି।

ଏକ୍ସ ରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ସେୟାର କରିଛନ୍ତି: 

“ଶ୍ରୀ ନନ୍ଦନ ନିଲେକାନିଙ୍କ ନେତୃତ୍ୱରେ ପରୀକ୍ଷା ସଂସ୍କାର ଉପରେ ଉଚ୍ଚ କ୍ଷମତା ସମ୍ପନ୍ନ ଟାସ୍କ ଫୋର୍ସ ଗଠନ କରାଗଲା।

@NandanNilekani”

HS