ପିଏମଇଣ୍ଡିଆ
ପର୍ଯ୍ୟଟନ କ୍ଷେତ୍ରରେ ସହଯୋଗକୁ ସୁଦୃଢ଼ କରିବା ସକାଶେ ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ଏବଂ ସାଉଦୀ ସାମ୍ରାଜ୍ୟର ସାଉଦୀ କମିଶନ ଫର ଟୁରିଜିମ ଏବଂ ନେସନାଲ ହେରିଟେଜ ମଧ୍ୟରେ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି ମିଳିଛି ।
ଏହି ଏମଓୟୁର ପ୍ରମୁଖ ଉଦ୍ଦେଶ୍ୟଗୁଡ଼ିକ ହେଲା :
**********