Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଲୋକସଭା ସାଂସଦ ସୁଲତାନ ଅହମ୍ମଦଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଲୋକସଭା ସାଂସଦ ଶ୍ରୀ ସୁଲତାନ ଅହମ୍ମଦଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।

“ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଲୋକସଭା ସାଂସଦ ସୁଲତାନ ଅହମ୍ମଦଙ୍କ ବିୟୋଗରେ ମୁଁ ମର୍ମାହତ । ଏହି ଦୁଃଖଦ ମୂହୁର୍ତ୍ତରେ ତାଙ୍କ ପରିବାର ଏବଂ ଅନୁଗତଙ୍କ ପ୍ରତି ମୋର ସମବେଦନା,” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

*****