Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧା ସୁମନ ଅର୍ପଣ କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।