ପିଏମଇଣ୍ଡିଆ
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
“ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି,” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି ।
Tributes to our former PM Smt. Indira Gandhi Ji on her birth anniversary.
— Narendra Modi (@narendramodi) November 19, 2019
Tributes to our former PM Smt. Indira Gandhi Ji on her birth anniversary.
— Narendra Modi (@narendramodi) November 19, 2019