ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଡ.ମନମୋହନ ସିଂଙ୍କୁ ତାଙ୍କ ଜନ୍ମଦିନର ଶୁଭ ଅବସରରେ ଶୁଭକାମନା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ “ମୁଁ ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ.ମନମୋହନ ସିଂଙ୍କୁ ତାଙ୍କ ଜନ୍ମ ଦିନରେ ହାର୍ଦ୍ଦିକ ଶୁଭକାମନା ଜଣାଉଛି ଏବଂ ଈଶ୍ୱରଙ୍କ ନିକଟରେ ତାଙ୍କର ଦୀର୍ଘାୟୁ, ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି ।”
******
Warm birthday wishes to our former Prime Minister, Dr. Manmohan Singh. May he lead a long life filled with good health.
— Narendra Modi (@narendramodi) September 26, 2017