Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଏକ୍ସ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;

ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

HS