Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତଃ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ତାଙ୍କର ସ୍ମୃତିଚାରଣ କରିଛନ୍ତି ।

“ଜୟନ୍ତୀ ଅବସରରେ ଅମେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ସ୍ମୃତିଚାରଣ କରୁଛୁ ଏବଂ ଦେଶ ପ୍ରତି ତାଙ୍କ ଅବଦାନକୁ ମନେ ପକାଉଛୁ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

******