Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପ୍ରଧାନମନ୍ତ୍ରୀ ‘ଏକ୍ସ ’ ରେ ପୋଷ୍ଟ କରିଛନ୍ତି:

“ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀ ଜୀଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି“

HS