Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଏକ୍ସ ଉପରେ ଏକ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;

‘‘ତାଙ୍କର ଜୟନ୍ତୀ ଅବସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।’’

HS