Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଏବଂ ତାଙ୍କ ପରିବାରକୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଏବଂ ତାଙ୍କ ପରିବାରକୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଏବଂ ତାଙ୍କ ପରିବାରକୁ ଭେଟି ଦୀପାବଳିର ଶୁଭ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।

ଏକ୍ସ ଉପରେ ଏକ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;

“ପୂର୍ବତନ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଜୀ ଏବଂ ତାଙ୍କ ପରିବାରକୁ ଭେଟିଥିଲି। ଦୀପାବଳିର ପବିତ୍ର ଅବସରରେ ସେମାନଙ୍କୁ ଶୁଭେଚ୍ଛା ଜଣାଉଛି।

@ramnathkovind”

HS