Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପୋଙ୍ଗଲ ଏବଂ ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୋଙ୍ଗଲ ଏବଂ ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏକ୍ସରେ ଅଲଗା ଅଲଗା ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି:

“ପୋଙ୍ଗଲ ଅବସରରେ ଶୁଭେଚ୍ଛା!”

HS