Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଜ୍ଞାନନ୍ଦଙ୍କୁ ତାଙ୍କର ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଜ୍ଞାନନ୍ଦଙ୍କୁ ତାଙ୍କର ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ଏହା ବାସ୍ତବରେ ଏକ ଅବିଶ୍ୱସନୀୟ ମାଇଲଖୁଣ୍ଟ ଯାହା ତାଙ୍କର ନିରନ୍ତର ଉତ୍କର୍ଷତା ଉପରେ ଆଲୋକପାତ କରେ ଶ୍ରୀ ମୋଦୀ ମଧ୍ୟ ତାଙ୍କର ଭବିଷ୍ୟତ ପ୍ରୟାସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ

ପ୍ରଧାନମନ୍ତ୍ରୀଏକ୍ସ ରେ ପୋଷ୍ଟ କରିଛନ୍ତି:

ଏହି ଉଲ୍ଲେଖନୀୟ ସଫଳତା ପାଇଁ ପ୍ରଜ୍ଞାନନ୍ଦଙ୍କୁ ଅଭିନନ୍ଦନ!

ଏହା ବାସ୍ତବରେ ଏକ ଅବିଶ୍ୱସନୀୟ ମାଇଲଖୁଣ୍ଟ ଯାହା ତାଙ୍କର ନିରନ୍ତର ଉତ୍କର୍ଷତା ଉପରେ ଆଲୋକପାତ କରେ ।

ତାଙ୍କର ଭବିଷ୍ୟତର ପ୍ରୟାସ ପାଇଁ ମୁଁ ତାଙ୍କୁ ଶୁଭେଚ୍ଛା ଜଣାଉଛି ’’

HS