Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରତିଷ୍ଠା ଦିବସରେ ସୀମା ସୁରକ୍ଷା ବଳ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ସୀମା ସୁରକ୍ଷା ବଳ (ବିଏସଏଫ)ର ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଂଗଠନର ସମସ୍ତ କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
“ସମସ୍ତ ଭାରତୀୟ ସୀମା ସୁରକ୍ଷା ବଳ କର୍ମଚାରୀଙ୍କୁ ସେମାନଙ୍କ ପ୍ରତିଷ୍ଠା ଦିବସରେ ଅଭିନନ୍ଦନ । ଦୃଷ୍ଟାନ୍ତମୂଳକ ବୀରତ୍ଵ ପ୍ରଦର୍ଶନ କରିବାର ପରମ୍ପରା ରହିଛି ଆମ ସୀମା ସୁରକ୍ଷା ବଳର ଏବଂ ଆମ ସୀମାନ୍ତକୁ ସୁରକ୍ଷିତ କରିବାରେ ସେମାନଙ୍କର ଭୂମିକା ଅତ୍ୟନ୍ତ ମହନୀୟ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********