ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟ ପ୍ରତିଷ୍ଠା ଦିବସ ଉପଲକ୍ଷେ ଛତିଶଗଡ଼ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଛତିଶଗଡ଼କୁ ପ୍ରାକୃତିକ ସୌନ୍ଦର୍ଯ୍ୟର ଏକ ଗନ୍ଥାଘର ଭାବେ ଅଭିହିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ରାଜ୍ୟ ବିବିଧ ସଂସ୍କୃତିର ସଙ୍ଗମସ୍ଥଳ । ବିକାଶ ପଥରେ ଏହା ନିଜର ଯାତ୍ରା ଜାରି ରଖିବ ।
************
प्राकृतिक सौंदर्य के धनी राज्य छत्तीसगढ़ के निवासियों को स्थापना दिवस की बहुत-बहुत बधाई। मेरी कामना है कि विविध संस्कृतियों की संगम स्थली वाला यह प्रदेश विकास के पथ पर आगे बढ़े।
— Narendra Modi (@narendramodi) November 1, 2019