ପିଏମଇଣ୍ଡିଆ
ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂହ ସାଇନି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
“ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂହ ସାଇନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@cmohry”
SR
Chief Minister of Haryana, Shri @NayabSainiBJP, met Prime Minister @narendramodi.@cmohry pic.twitter.com/MkuAwAp1EJ
— PMO India (@PMOIndia) May 21, 2025