ପିଏମଇଣ୍ଡିଆ
ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ କରିଛନ୍ତି ।
@RajCMO”
SR
Chief Minister of Rajasthan, Shri @BhajanlalBjp had a meeting with Prime Minister @narendramodi today. @RajCMO pic.twitter.com/rnEX0X2PpK
— PMO India (@PMOIndia) March 25, 2026