ପିଏମଇଣ୍ଡିଆ
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ଜିଷ୍ଣୁ ଦେବ ବର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ଜିଷ୍ଣୁ ଦେବ ବର୍ମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@maha_governor”
SR
Governor of Maharashtra, Shri Jishnu Dev Varma met Prime Minister @narendramodi.@maha_governor pic.twitter.com/zfDftYhBo5
— PMO India (@PMOIndia) March 25, 2026