ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ରାଜ୍ୟପାଳ ଶ୍ରୀ ଆର.ଏନ.ରବି ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;
“ପଶ୍ଚିମବଙ୍ଗ ରାଜ୍ୟପାଳ ଶ୍ରୀ ଆର.ଏନ.ରବି ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି @narendramodi .”
SR
Governor of West Bengal, Shri R. N. Ravi met Prime Minister @narendramodi. pic.twitter.com/y1qx8uIxpD
— PMO India (@PMOIndia) April 2, 2026