Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କେରଳମ୍‍ର ମୁଖ୍ୟମନ୍ତ୍ରୀ


କେରଳମର ମୁଖ୍ୟମନ୍ତ୍ରୀ ଶ୍ରୀ ଭି. ଡି. ସତୀସନ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;

“କେରଳମର ମୁଖ୍ୟମନ୍ତ୍ରୀ ଶ୍ରୀ ଭି. ଡି. ସତୀସନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଙ୍କୁ ଭେଟିଥିଲେ।”

HS