Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ


ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାଭିସ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;

“ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାଭିସ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଏକ ବୈଠକ କରିଛନ୍ତି।’’

HS