ପିଏମଇଣ୍ଡିଆ
ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;
“ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।’’
HS
Chief Minister of Assam, Shri @himantabiswa met Prime Minister @narendramodi.@CMOfficeAssam pic.twitter.com/4Kq1wiERJl
— PMO India (@PMOIndia) May 30, 2026