ପିଏମଇଣ୍ଡିଆ
ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ଏକ ପୋଷ୍ଟରେ କହିଛନ୍ତି,
“ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@AndhraPradeshCM”
Chief Minister of Andhra Pradesh, Shri @ncbn met Prime Minister @narendramodi.@AndhraPradeshCM pic.twitter.com/eYLFguaYhV
— PMO India (@PMOIndia) July 22, 2026