ପିଏମଇଣ୍ଡିଆ
ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@AndhraPradeshCM”
SR
Chief Minister of Andhra Pradesh, Shri @ncbn met Prime Minister @narendramodi. @AndhraPradeshCM https://t.co/zEBH59xDNn
— PMO India (@PMOIndia) October 8, 2026