ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
ପ୍ରଧାନମନ୍ତ୍ରୀ ‘ଏକ୍ସ ’ ରେ ପୋଷ୍ଟ କରିଛନ୍ତି:
ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଥିଲେ।
HS
Chief Minister of Assam, Shri @himantabiswa met Prime Minister @narendramodi. @CMOfficeAssam https://t.co/vrK6qQkvOf
— PMO India (@PMOIndia) November 22, 2026