Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ସାମଗ୍ରିକ ମାନବ ଦର୍ଶନର ପ୍ରଣେତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶତ ଶତ ପ୍ରଣାମ । ସେ ନିଜ ଜୀବନକୁ ଦେଶ ର୍ନିମାଣରେ ଉତ୍ସର୍ଗ କରିଥିଲେ । ତାଙ୍କର ଚିନ୍ତାଧାରା ଦେଶବାସୀଙ୍କୁ ସବୁବେଳେ ପ୍ରେରଣା ଯୋଗାଉଥିବ ।

HS