Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀ ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀରେ ପ୍ରଣାମ କରିଛନ୍ତି

ପ୍ରଧାନମନ୍ତ୍ରୀ ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀରେ ପ୍ରଣାମ କରିଛନ୍ତି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀରେ ପ୍ରଣାମ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ସମ୍ମାନିତ ବାପୁଙ୍କ ଜୀବନ ଏବଂ ଆଦର୍ଶ ଦେଶର ପ୍ରତ୍ୟେକ ପୀଢିକୁ କର୍ତ୍ତବ୍ୟର ରାସ୍ତାରେ ଚାଲିବାକୁ ପ୍ରେରଣା ଯୋଗାଇବ

ଗାନ୍ଧୀ ଜୟନ୍ତୀ ଅବସରରେ ମୁଁ ସମ୍ମାନିତ ବାପୁଙ୍କୁ ପ୍ରଣାମ କରୁଛି   ତାଙ୍କର ଉତ୍ତମ ନୀତି ଆର୍ନ୍ତଜାତୀୟ ସ୍ତରରେ ପ୍ରାସଙ୍ଗିକ ଏବଂ ଲକ୍ଷ ଲକ୍ଷ ଲୋକଙ୍କୁ ଶକ୍ତି ପ୍ରଦାନ କରେ

HS