Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଫେସର ୟୁ॰ଆର॰ରାଓଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ୟୁ.ଆର.ରାଓଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ।

“ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ୟୁ.ଆର.ରାଓଙ୍କ ବିୟୋଗରେ ମର୍ମାହତ । ଭାରତୀୟ ମହାକାଶ କାର୍ଯ୍ୟକ୍ରମକୁ ତାଙ୍କ ଅବଦାନ ସର୍ବଦା ଅବିସ୍ମରଣୀୟ ରହିବ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।