Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ ପୂଣ୍ୟତିଥିରେ ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ମୋର ଶ୍ରଦ୍ଧାଞ୍ଜଳି ”, କହିଛନ୍ତି ପ୍ରଧାନମନ୍ତ୍ରୀ ।