Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ଜୋର୍ଡାନ ଗସ୍ତ

ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ଜୋର୍ଡାନ ଗସ୍ତ


ବୁଝାମଣାପତ୍ର / ଚୁକ୍ତିନାମା
୧. ନୂତନ ଏବଂ ନବୀକରଣୀୟ ଶକ୍ତି କ୍ଷେତ୍ରରେ ବୈଷୟିକ ସହଯୋଗ ପାଇଁ ବୁଝାମଣାପତ୍ର
୨. ଜଳ ସମ୍ପଦ ପରିଚାଳନା ଏବଂ ବିକାଶ କ୍ଷେତ୍ରରେ ସହଯୋଗ ପାଇଁ ବୁଝାମଣାପତ୍ର
୩. ପେଟ୍ରା ଏବଂ ଏଲୋରା ମଧ୍ୟରେ ଯୁଗ୍ମ ଚୁକ୍ତିନାମା
୪. ୨୦୨୫-୨୦୨୯ ବର୍ଷ ପାଇଁ ସାଂସ୍କୃତିକ ବିନିମୟ କାର୍ଯ୍ୟକ୍ରମର ନବୀକରଣ
୫. ଡିଜିଟାଲ ପରିବର୍ତ୍ତନ ପାଇଁ ଜନସଂଖ୍ୟା ସ୍ତରରେ କାର୍ଯ୍ୟକାରୀ ହୋଇଥିବା ସଫଳ ଡିଜିଟାଲ ସମାଧାନ ବାଣ୍ଟିବା କ୍ଷେତ୍ରରେ ସହଯୋଗ ପାଇଁ ଉଦ୍ଦେଶ୍ୟ ପତ୍ର

SR