Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବରିଷ୍ଠ ସାମ୍ବାଦିକ ଏବଂ ଲେଖକ ଉମେଶ ଉପାଧ୍ୟାୟଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ


 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବରିଷ୍ଠ ସାମ୍ବାଦିକ ଏବଂ ଲେଖକ ଉମେଶ ଉପାଧ୍ୟାୟଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।

 

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି :

 

ଡିଜିଟାଲ୍ ମିଡିଆ ଏବଂ ଟେଲିଭିଜନ କ୍ଷେତ୍ରରେ ଅମୂଲ୍ୟ ଅବଦାନ ଦେଇଥିବା ବରିଷ୍ଠ ସାମ୍ବାଦିକ ଏବଂ ଲେଖକ ଉମେଶ ଉପାଧ୍ୟାୟଙ୍କ ଦେହାନ୍ତରେ ମୁଁ ଗଭୀର ମର୍ମାହତ ତାଙ୍କ ଦେହାନ୍ତ ସାମ୍ବାଦିକତା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଏହି ଦୁଃଖର ମୁହୂର୍ତ୍ତରେ ମୁଁ ତାଙ୍କ ପରିବାର ପ୍ରତି ମୋର ସମବେଦନା ପ୍ରକାଶ କରୁଛି। ଓମ୍ଶାନ୍ତି !

 

 

*****

MT