Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବସନ୍ତ ପଞ୍ଚମୀ ଅବସରରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ବସନ୍ତ ପଞ୍ଚମୀ ଅବସରରେ ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।

“ବସନ୍ତ ପଞ୍ଚମୀର ଶୁଭ ଅବସରରେ ଦେଶବାସୀଙ୍କୁ ମୋର ଶୁଭକାମନା” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।