Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବାଙ୍କକରେ ‘ସାସ୍ଵଦୀ ପି ଏମ ମୋଦୀ’ କାର୍ଯ୍ୟକ୍ରମରେ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟା 6 ଟାରେ ବାଙ୍କକଠାରେ ‘ସାସ୍ଵଦୀ ପି ଏମ ମୋଦୀ’ କାର୍ଯ୍ୟକ୍ରମରେ ଉଦବୋଧନ ଦେବେ । ଥାଇଲାଣ୍ଡର ଅନେକ ପ୍ରବାସୀ ଭାରତୀୟ ଏହି କାର୍ଯ୍ୟକ୍ରମରେ ଯୋଗଦେବେ ।