Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବାତ୍ୟା ବୁଲବୁଲ ଯୋଗୁ ସୃଷ୍ଟି ହୋଇଥିବା ପରିସ୍ଥିତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ପାଇଁ ପୂର୍ବ ଭାରତରେ ହୋଇଥିବା ପ୍ରବଳ ବର୍ଷା ଯୋଗୁ ସୃଷ୍ଟ ପରିସ୍ଥିତିର ଆଜି ସମୀକ୍ଷା କରିଛନ୍ତି । ବାତ୍ୟା ବୁଲବୁଲ ଯୋଗୁ ସୃଷ୍ଟି ହୋଇଥିବା ପରିସ୍ଥିତି ସମ୍ବନ୍ଧରେ ସେ ମଧ୍ୟ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶ୍ରୀମତି ମମତା ବାନାର୍ଜୀଙ୍କ ସହ ଆଲୋଚନା କରିଛନ୍ତି ଏବଂ କେନ୍ଦ୍ର ପକ୍ଷରୁ ସମସ୍ତ ପ୍ରକାରର ସମ୍ଭାବ୍ୟ ସହାୟତା ପାଇଁ ଆଶ୍ୱାସନା ପ୍ରଦାନ କରିଛନ୍ତି ।

********