Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବିଜୟା ଦଶମୀରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


 

ବିଜୟା ଦଶମୀର ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । “ବିଜୟା ଦଶମୀର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ।” “ସମସ୍ତଙ୍କୁ ବିଜୟା ଦଶମୀର ଅଭିନନ୍ଦନ,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।