Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ ପାଇଁ ଶ୍ରୀ ନୀତିଶ କୁମାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିଥିବା ଶ୍ରୀ ନିତୀଶ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଏକ ଟ୍ଵିଟ ଯୋଗେ ପ୍ରଥାନମନ୍ତ୍ରୀ କହିଛନ୍ତି ଯେ, “ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ନିତୀଶ ଜୀଙ୍କୁ ଅଭିନନ୍ଦନ ବିହାର ସରକାରରେ ଶପଥ ଗ୍ରହଣ କରିଥିବା ଅନ୍ୟାନ୍ୟ ସମସ୍ତ ମନ୍ତ୍ରୀମାନଙ୍କୁ ମଧ୍ୟ ମୁଁ ଅଭିନନ୍ଦନ ଜଣାଉଛି । ବିହାରର ବିକାଶ ପାଇଁ ଏନଡିଏ ପରିବାର ମିଳିମିଶି କାମ କରିବ । ବିହାରର କଲ୍ୟାଣ ଦିଗରେ କେନ୍ଦ୍ରର ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ ପାଇଁ ମୁଁ ପ୍ରତିଶ୍ରୁତିବଦ୍ଧ” ।

 

**********