Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବିହାର ଦୁର୍ଘଟଣାରେ ଜୀବନହାନି ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ଶୋକ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାର ସଡକ ଦୁର୍ଘଟଣାରେ ଜୀବନହାନି ହେତୁ ଗଭୀର ଦୁଃଖ ଓ ଶୋକ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ବିହାରର ଆରାରିଆଠାରେ ସଡକ ଦୁର୍ଘଟଣାରେ ମୁଁ ଅତ୍ୟନ୍ତ ବ୍ୟଥିତ ଓ ମର୍ମାହତ । ମୃତକଙ୍କ ପରିଜନଙ୍କ ପ୍ରତି ମୋର ସମସ୍ତ ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି” ।

***