Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବିହାର ନୌକା ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ; ଘୋଷଣା କଲେ ଅନୁକମ୍ପା ରାଶି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାର ନୌକା ଦୁର୍ଘଟଣା ପାଇଁ ଗଭୀର ଦୁଃଖ ପ୍ରକଟ କରିଛନ୍ତି ।

ସେ ମୃତାହତ ବ୍ୟକ୍ତିମାନଙ୍କ ପରିବାର ବର୍ଗଙ୍କ ପ୍ରତି ଶୋକ ଓ ସମବେଦନା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ରାଷ୍ଟ୍ରୀୟ ରିଲିଫ ପାଣ୍ଠିରୁ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କ ପାଇଁ ଦୁଇ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ଗଭୀର ଭାବେ ଆହତ ବ୍ୟକ୍ତିଙ୍କ ପାଇଁ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।