Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଭାଇ ଦୁଜ ଉପଲକ୍ଷେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ଭାଇ ଦୁଜର ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

“ଭାଇ ଦୁଜର ସ୍ୱତନ୍ତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ଏହା ହେଉଛି ଏପରି ଏକ ଉତ୍ସବ ଯେଉଁ ଅବସରରେ ଭାଇ-ଭଉଣୀଙ୍କ ମଧ୍ୟରେ ଦୃଢ ଓ ପବିତ୍ର ସମ୍ପର୍କର ବନ୍ଧନକୁ ପାଳନ କରାଯାଏ,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।