ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାଇ ଦୁଜ ପର୍ବ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
“ଭାଇ ଦୁଜ’ର ପବିତ୍ର ଅବସରରେ ସବୁ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭ କାମନା” ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।
**********
भाई दूज के पावन अवसर पर सभी देशवासियों को हार्दिक शुभकामनाएं।
— Narendra Modi (@narendramodi) October 21, 2017