Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଭାଇ ଦୂଜ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ଭାଇ-ଭଉଣୀଙ୍କ ପ୍ରେମ ଓ ସ୍ନେହର ପ୍ରତୀକ ଭାଇ ଦୂଜ ପର୍ବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

*********