Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଭାରତ ଏବଂ ଇରାନ ମଧ୍ୟରେ ପାରମ୍ପରିକ ଔଷଧ କ୍ଷେତ୍ରରେ ସହଯୋଗ ବୁଝାମଣାକୁ କ୍ୟାବିନେଟ ଅନୁମୋଦନ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପାରମ୍ପରିକ ଔଷଧ କ୍ଷେତ୍ରରେ ସହଯୋଗ ଲାଗି ଭାରତ ଏବଂ ଇରାନ ମଧ୍ୟରେ ସ୍ୱାକ୍ଷରିତ ବୁଝାମଣାପତ୍ର (ଏମଓୟୁ)କୁ ମଞ୍ଜୁରି ମିଳିଛି ।

ଲାଭ :

ଏହି ଏମଓୟୁ ଦ୍ୱାରା ଦୁଇ ଦେଶ  ମଧ୍ୟରେ ପାରମ୍ପରିକ ଔଷଧ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ପାଇବ । ସହଭାଗୀ ସାଂସ୍କୃତିକ ଐତିହ୍ୟ ଦୃଷ୍ଟିରୁ ଏହା ଉଭୟ ଦେଶ ପାଇଁ ବିଶେଷ ଗୁରତ୍ୱ ବହନ କରିବ ।

 

**********