Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଭାରତ ଓ ମରକୋ ମଧ୍ୟରେ ସହଯୋଗ ନେଇ ବୁଝାମଣାକୁ କ୍ୟାବିନେଟର ଅନୁମୋଦନ


 

ନ୍ୟାୟିକ କ୍ଷେତ୍ରରେ ପାରସ୍ପରିକ ସହଯୋଗକୁ ସୁଦୃଢ଼, ଶକ୍ତିଶାଳୀ ଓ ସମୃଦ୍ଧ କରିବା ପାଇଁ ଭାରତ ଓ ମରକୋ ମଧ୍ୟରେ ସ୍ୱାକ୍ଷରିତ ବୁଝାମଣାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ କମିଟି ଅନୁମୋଦନ କରିଛନ୍ତି ।

ପ୍ରଭାବ:

ଏହି ବୁଝାମଣା ଭାରତ ଓ ମରକୋ ମଧ୍ୟରେ ନ୍ୟାୟିକ ତଥା ଅନ୍ୟାନ୍ୟ ଆଇନ ଗତ କ୍ଷେତ୍ରରେ ସହଯୋଗ ବୃଦ୍ଧି ଏବଂ ଭିତ୍ତିଭୂମି ଓ ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଜ୍ଞାନ ଆଦାନ ପ୍ରଦାନରେ ସହାୟକ ହେବ ।