Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମହାବୀର ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ମହାବୀର ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ଭଗବାନ ମହାବୀରଙ୍କ ଶାନ୍ତି, ଅହିଂସା ଓ ସଦଭାବନା ବାର୍ତ୍ତା ଆମ ପାଇଁ ପ୍ରେରଣାର ଏକ ମହାନ ଉତ୍ସ ।”

********