Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମହାରାଷ୍ଟ୍ର ବସ ଦୁର୍ଘଟଣାରେ ମୃତକଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ମହାରାଷ୍ଟ୍ରର ପାଲଘର ଜିଲ୍ଲାରେ ଏକ ବସ ଦୁର୍ଘଟଣାରେ ମୃତକଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।

“ମହାରାଷ୍ଟ୍ରର ପାଲଘରରେ ଘଟିଥିବା ବସ ଦୁର୍ଘଟଣା ଅତ୍ୟନ୍ତ ଦୁଭାର୍ଗ୍ୟଜନକ । ମୃତବ୍ୟକ୍ତିଙ୍କ ପରିବାର ସହିତ ମୋର ଗଭୀର ସମବେଦନା ରହିଛି । ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ପ୍ରାର୍ଥନା କରୁଛି । ମହାରାଷ୍ଟ୍ର ସରକାର ମୃତାହତଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦେବେ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

****************