Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମହାଶିବରାତ୍ରୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା


ମହାଶିବରାତ୍ରୀ ଉପଲକ୍ଷେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ତାଙ୍କର ଶୁଭକାମନା ଜଣାଇଛନ୍ତି ।

“ସମସ୍ତଙ୍କୁ ମହାଶିବରାତ୍ରୀର ଶୁଭକାମନା । ଶିବରାତ୍ରୀର ପବିତ୍ର ଅବସରରେ ସମସ୍ତ ଦେଶବାସୀଙ୍କୁ ଅନେକ ଅନେକ ଶୁଭକାମନା । ଓଁ ନମଃ ଶିବାୟ”, ପ୍ରଧାନମନ୍ତ୍ରୀ କହିଛନ୍ତି ।
*****