Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମହା ଶିବରାତ୍ରି ଉପଲକ୍ଷେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ମହା ଶିବରାତ୍ରି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

“ମହା ଶିବରାତ୍ରିର ପବିତ୍ର ଅବସରରେ ଦେଶବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।