Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମାଞ୍ଚେଷ୍ଟର ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ନିନ୍ଦା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରିଟେନର ମାଞ୍ଚେଷ୍ଟର ସହରରେ ସଂଘଠିତ ଆକ୍ରମଣ ଘଟଣାକୁ ନିନ୍ଦା କରିଛନ୍ତି ।

‘‘ମାଞ୍ଚେଷ୍ଟରରେ ଆକ୍ରମଣ ହେତୁ ମୁଁ ବ୍ୟଥୀତ । ଆମେ ଦୃଢ ଭାବେ ଏହାର ନିନ୍ଦା କରୁଛୁ । ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ଆମର ଗଭୀର ସମବେଦନା ଏବଂ ଆହତମାନଙ୍କ ପାଇଁ ଆଶୁ ଆରୋଗ୍ୟ କାମନା କରୁଛୁ ’’ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

**********