Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମାଳଦ୍ୱୀପ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଡ. ମହମ୍ମଦ ମୁଇଜ୍ଜୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ମାଳଦ୍ୱୀପ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଡ. ମହମ୍ମଦ ମୁଇଜ୍ଜୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

‘ମାଳଦ୍ୱୀପ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ମୁଇଜ୍ଜୁଙ୍କୁ ଅଭିନନ୍ଦନ ଏବଂ ଶୁଭେଚ୍ଛା ।

ସମୟ ପରୀକ୍ଷିତ ଭାରତ–ମାଳଦ୍ୱୀପ ଦ୍ୱିପାକ୍ଷିକ ସମ୍ପର୍କ ମଜଭୁତ କରିବା ଏବଂ ଭାରତ ମହାସାଗରୀୟ ଅଞ୍ଚଳରେ ସାମଗ୍ରିକ ସହଯୋଗ ବଢ଼ାଇବା ପାଇଁ ଭାରତ ପ୍ରତିବଦ୍ଧ ।’

 

SR