Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମୁମ୍ବାଇରେ କୋଠା ଛାତ ଭୁଷୁଡି ଜୀବନହାନୀ ଘଟିଥିବାରୁ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ


ମୁମ୍ବାଇ କୋଠା ଛାତ ଭୁଷୁଡିବା ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।

“ମୁମ୍ବାଇରେ ଛାତ ଭୁଷୁଡିବା ଏକ ଦୁଃଖଦ ଘଟଣା । ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ବର୍ଗଙ୍କ ପ୍ରତି ମୁଁ ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

*****